ଭୁବନେଶ୍ୱର : ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି । ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍ କରିଥିବା ଅଭିଯୋଗ ହୋଇଥିଲା । ଅର୍ଥନୈତିକ ଅପରାଧ ଶାଖା ମଧୁସ୍ମିତାଙ୍କୁ ଗିରଫ କରିଛି ।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଇତିହାସରୁ ପ୍ରେରଣା ନେଇ ଭବିଷ୍ୟତର ଓଡ଼ିଶା ପାଇଁ ସେତୁବନ୍ଧ ତିଆରି କରିବା : ଧର୍ମେନ୍ଦ୍ର ପ୍ରଧାନ