ଘର ପୋଡ଼ି


ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବରଡିପଲ୍ଲୀ ଗ୍ରାମର ସଚିଦାନନ୍ଦ ପ୍ରଧାନଙ୍କ ଘର ପୋଡ଼ି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି।ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଗ୍ରାମକୁ ଯାଇ ଅଗ୍ନି ବିପନ୍ନ ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ପ୍ରଦାନ କରିବା ସହ ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ।


error: Content is protected !!