ଭୁବନେଶ୍ୱର,୨।୯: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ଇତିହାସରୁ ପ୍ରେରଣା ନେଇ ଭବିଷ୍ୟତର ଓଡ଼ିଶା ପାଇଁ ସେତୁବନ୍ଧ ତିଆରି କରିବା : ଧର୍ମେନ୍ଦ୍ର ପ୍ରଧାନ