ବିକାଶ ପଥେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଆମ ଓଡ଼ିଶା ନବୀନ ଓଡ଼ିଶା


ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କ ଉଦ୍ୟମରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ମାହାଙ୍ଗା ବ୍ଲକରେ ୧୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୫ଶହ ୩୨ଟି ବିଭିନ୍ନ ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଓ ନିଶ୍ଚିନତକୋଇଲି ବ୍ଲକରେ ୧୩ କୋଟି ୫୦ଲକ୍ଷ ଟଙ୍କା ବ୍ୟୟରେ ୩ଶହ ୮୭ଟି ବିଭିନ୍ନ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ। ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ୧୯ ଅକ୍ଟୋବର ୨୦୨୩ରେ ମାହାଙ୍ଗା ବ୍ଲକ ଓ ନିଶ୍ଚିନ୍ତକୋଇଲି ବ୍ଲକ ପରିସର ସଭାମଞ୍ଚରେ ବିଧାୟକ ମହୋଦୟଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିବେ।ଉକ୍ତ ଜନହିତକର କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗଦେବାକୁ ଅନୁରୋଧ।


error: Content is protected !!