ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ


• ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ।

• ଘୂର୍ଣ୍ଣିବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।

• ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବା ସମ୍ଭାବନା।

• ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା- IMD।


error: Content is protected !!