ପୂଜା ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ


ସାଲିଆ ସାହିରେ ଚାଲିଥିଲା ଦଶହରା ପାଇଁ ସ୍ପେଶାଲ ମଦ ରନ୍ଧା । ଚଢ଼ାଉ କଲା ଅବକାରୀ ବିଭାଗ । ଶହ ଶହ ଲିଟର ମଦ ନଷ୍ଟ କରିବା ସହ ବ୍ୟାପକ ଚଢ଼ାଉ କରିଛି ଅବକାରୀ ବିଭାଗ । ଦେଶୀ ମଦ ପ୍ରସ୍ତୁତ କରୁଥିବା ୧୫ ଜଣଙ୍କୁ ଗିରଫ କଲା ଅବକାରୀ ବିଭାଗ।


error: Content is protected !!