ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ପୁଟିନଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ । ପୁଟିନ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ସ୍ବାଗତ କରିଥିଲେ । ପୁଟିନଙ୍କ ସହ ଆସିଥିବା ୭ ରୁଷୀୟ ମନ୍ତ୍ରୀଙ୍କୁ ମଧ୍ୟ ସ୍ବାଗତ କରିଥିଲେ ରାଷ୍ଟ୍ରପତି । ସ୍ବାଗତ ପରେ ପୁଟିନଙ୍କୁ ୨୧ ତୋପ ସଲାମ ଦିଆଯାଇଛି ।
କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉପସ୍ଥିତ ରହିଥିଲେ । ପରେ ତାଙ୍କୁ ଉଭୟ ଦେଶର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବାଗତ କରାଯାଇଥିଲା ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |