ଭୁବନେଶ୍ବର: ବିନା ମୁରବିରେ ଚାଲିଛି ସ୍କୁଲ। ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି।ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭ ବ୍ଲକ୍, ବାଲେଶ୍ୱର ଜିଲ୍ଲାର ୬ ବ୍ଲକ୍, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ୫ ବ୍ଲକ୍, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ ଜିଲ୍ଲାର ୪ ବ୍ଲକ୍, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ସୋନପୁର ଜିଲ୍ଲାର ୩ ବ୍ଲକ୍, ବଲାଙ୍ଗିର, କଟକ, ଖୋର୍ଦ୍ଧା, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ୨ ବ୍ଲକ୍, ବରଗଡ଼, ଦେବଗଡ଼, ଗଜପତି ଜିଲ୍ଲାର ଗୋଟିଏ ବ୍ଲକ୍ରେ ପଦବୀ ଖାଲି ପଡିଛି।
ଏ ନେଇ ବିଧାନସଭାରେ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତରରଖିଛନ୍ତି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |