• ଅବପାତର ରୂପ ନେଲା ସକ୍ରିୟ ଲଘୁଚାପ।
• ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି।
• ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା।
• ଗଭୀର ଅବପାତର ରୂପ ନେଇ ବାତ୍ୟା ହୋଇପାରେ।
• ଓଡ଼ିଶା ଉପରେ ବିଶେଷ ପ୍ରଭାବର ସମ୍ଭାବନା ନାହିଁ।
• ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ।
• ବର୍ତ୍ତମାନ ପାରାଦୀପଠୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ
ପୋଲ ଉପରେ ୨ ଫୁଟର ପାଣି