ମହିଳାଙ୍କ ତଣ୍ଟିକଟା ମୃତଦେହ ଉଦ୍ଧାର


• ଟ୍ରେନ୍ ଟଏଲେଟ୍‌ରୁ ମହିଳାଙ୍କ ତଣ୍ଟିକଟା ମୃତଦେହ ଉଦ୍ଧାର ଘଟଣା।

• ଘଟଣାର ୬ ମାସ ପରେ ଅଭିଯୁକ୍ତ ସ୍ୱାମୀ ସୁରତରୁ ଗିରଫ।

• ଅଭିଯୁକ୍ତକୁ ସୁରତରୁ ଗିରଫ କରି ଓଡ଼ିଶା ଆଣୁଛି ଜିଆର୍‌ପି।

• ଏପ୍ରିଲ ୨୦ରେ ଭୁବନେଶ୍ୱର-ଧାନବାଦ ଏକ୍ସପ୍ରେସରୁ ମିଳିଥିଲା ମୃତଦେହ।


error: Content is protected !!