March 14, 2026

Now Odisha

Now Odisha

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

Spread the love

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya Bapu Gramin Rozgar Yojana) ନାଁରେ ନାମିତ କରିଛନ୍ତି ।

ଏପରିକି ସରକାର ଯୋଜନାରେ ସର୍ବନିମ୍ନ ନିଯୁକ୍ତି ଦିବସକୁ ମଧ୍ୟ ବୃଦ୍ଧି କରିଛନ୍ତି। ପୂର୍ବରୁ ସର୍ବନିମ୍ନ ୧୨୫ ଦିନ ନିଯୁକ୍ତି ଦିବସ ଥିବାବେଳେ ଏହାକୁ ୨୪୦ ଦିନ ଯାଏ ବୃଦ୍ଧି କରାଯାଇଛି।

ପ୍ରଥମେ ଏହାର ନାଁ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି NREGA ରହିଥିଲା ପରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି MGNREGA ହୋଇଥିଲା। ବର୍ତ୍ତମାନ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya Bapu Gramin Rozgar Yojana) ନାଁରେ ନାମିତ କରାଯାଇଛି।

error: Content is protected !!