ବିଦାୟୀ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ


• ବିଦାୟୀ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ।

• ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ।

• କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌।

• ନୂଆ ରାଜ୍ୟପାଳ ରଘୁବର ଦାସ ୩୧ରେ ଶପଥ ନେବେ।


error: Content is protected !!