ତୀର୍ଥଯାତ୍ରାରେ ନେବା ପାଇଁ ରାଜ୍ୟସରକାର


ଚଳିତବର୍ଷ ରାଜ୍ୟର ବିଭିନ୍ନ ସ୍ଥାନରୁ ୯ଟି ଟ୍ରେନ ଯୋଗେ ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାରେ ନେବା ପାଇଁ ରାଜ୍ୟସରକାର ବନ୍ଦୋବସ୍ତ କରିଛନ୍ତି, ଇଛୁକ ବରିଷ୍ଠ ନାଗରିକମାନେ ଆଗାମୀ ନଭେମ୍ବର ୧ତାରିଖରୁ ୧୦ତାରିଖ ମଧ୍ୟରେ ଅନଲାଇନ ଜରିଆରେ yatra.odisha.gov.in ଆବେଦନ କରିପାରିବେ।


error: Content is protected !!