କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି l ପ୍ରକାଶ ଯେ, କଲୋନୀ ପଛପଟ ବଗିଚାରେ ପିଲାମାନେ ଖେଳୁଥିବାବେଳେ ସାପଟିକୁ ଦେଖି ଜୈନକ ବନ ବିଭାଗ କର୍ମଚାରୀ ଙ୍କୁ ଖବର କରିବାପରେ ସାପ ସ୍ଵାର୍ଡ କର୍ମଚାରୀ ଆସି ଉକ୍ତ ସାପ ଟିକୁ ଉଦ୍ଧାର କରିବା ସହ ସୁରକ୍ଷିତ ସ୍ଥାନରେ ନେଇ ଛାଡିଥିବା ବିଷୟ ବନ ବିଭାଗ ପକ୍ଷରୁ କୁହାଯାଇଛି l

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |