ଡିସେମ୍ବର ୧୫ ସୁଦ୍ଧା ପରିକ୍ରମା ପ୍ରକଳ୍ପ ସାର


• ଡିସେମ୍ବର ୧୫ ସୁଦ୍ଧା ପରିକ୍ରମା ପ୍ରକଳ୍ପ ସାର।

• ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ।

• ସମୀକ୍ଷା ପରେ ପ୍ରକଳ୍ପ କାମ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ।

• ଡିସେମ୍ବର ୧୫ ସୁଦ୍ଧା ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ ଦେଲେ।

• ନୂଆ ଦାୟିତ୍ୱ ପରେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ପ୍ରଥମ ସମୀକ୍ଷା।


error: Content is protected !!