ହାଣ୍ଡିଛାଡ଼


ଅପରାହ୍ନ ୪ଟା ୦୫ ରୁ ହାଣ୍ଡିଛାଡ଼ ଥିବା ବେଳେ ରାତି ୨ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ । କିନ୍ତୁ ରୋଗୀ, ବୃଦ୍ଧ, ଶିଶୁମାନଙ୍କ ପାଇଁ ଏହା ବାଧ୍ୟତାମୂଳକ ନୁହେଁ। ଗ୍ରହଣ ସର୍ବମୋକ୍ଷ ପରେ ରାତି ୨ଟା ୨୪ ମିନିଟ୍ ପରେ ସ୍ନାନାଦି କର୍ମ ସାରି ପୁଣି ପୂଜାନୀତି ଓ ରୋଷେଇ କରିହେବ। ଏଥର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଦର୍ଶନ ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ ଓ ମୀନ ରାଶିର ଲୋକଙ୍କ ପାଇଁ ଶୁଭଙ୍କର।


error: Content is protected !!