ପାରା ଏସିଆନ୍: ଭାରତର ପଦକ ସେଞ୍ଚୁରୀ


• ପାରା ଏସିଆନ୍: ଭାରତର ପଦକ ସେଞ୍ଚୁରୀ।

• ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ଭାରତ।

• ସ୍ୱର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ଶହେ ଛୁଇଁଲା।

• ୨୬ ସ୍ୱର୍ଣ୍ଣ , ୨୯ ରୌପ୍ୟ ଓ ୪୫ ବ୍ରୋଞ୍ଜ ସହ ଶହେ ପଦକ।

• ସଫଳତା ପାଇଁ କ୍ରୀଡ଼ାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

• ୨୦୧୮ରେ ସର୍ବାଧିକ ୭୨ ପଦକ ଜିତିଥିଲା ଭାରତ।


error: Content is protected !!