ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…
ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ |
ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍କୁ ନେଇ ହଟିଲା ଦ୍ୱନ୍ଦ୍ୱ
ଆସନ୍ତା ୨୧ ତାରିଖରେ ଓଡିଶା ଆସିପାରନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱର ବରମୁଣ୍ଡାରେ ସମବାୟ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାସହ ଏକ ସାଧାରଣ ସଭାରେ ମଧ୍ୟ ସେ ଅଭିଭାଷଣ ରଖିବେ । କିନ୍ତୁ ଏ ଯାଏଁ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇନି ବୋଲି କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।
More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |