ରାଜ୍ୟପାଳ ରଘୁବର ଦାସଙ୍କ ଶପଥ ଗ୍ରହଣ


ରାଜ୍ୟପାଳ ରଘୁବର ଦାସଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଫଟୋ ସାମ୍ନାକୁ ଆସିବା ପରେ ସବୁଠି ଚର୍ଚ୍ଚା ଜୋର।


error: Content is protected !!