ସୁଭଦ୍ରା ହିତାଧିକାରୀଙ୍କୁ ନେଇ ଚାଲିଛି ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ୍ ପାଇଁ ବଡ଼ ପଦକ୍ଷେପ ନେବେସରକାର। ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟଙ୍କୁ ବାଦ୍ ଦେବାକୁ ତତ୍ପରତା ଦେଖାଇଛିବିଭାଗ। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଚିଠି ଲେଖେଯାଇଛି। ଚାରି ଚକିଆ ଥିବା ହିତାଧିକାରୀଙ୍କ ତଥ୍ୟ ପାଇଁ ପରିବହନ ବିଭାଗକୁ ଚିଠି ଲେଖାଯାଇଛି । ଖାଦ୍ୟ ଯୋଗାଣ ବିଭାଗକୁ ମୃତ ହିତାଧିକାରୀଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଜୀକରଣ କରି ଧାନ ବିକିଥିବା ମହିଳାଙ୍କ ତଥ୍ୟକୁ ଆଉ ଥରେ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି ।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…