ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର (PUCC) ନ ଥିଲେ ପେଟ୍ରୋଲ କିମ୍ବା ଡିଜେଲ ମିଳିବ ନାହିଁ ବୋଲି ତୈଳ କମ୍ପାନୀମାନଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଚିଠି ଲେଖାଯାଇଛି।
ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ କରୁଥିବା ଯାନବାହନ ପାଇଁ ଏହି ଅଙ୍କୁଶ ଲାଗୁ କରାଯାଇଛି।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,