ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍ କରୁଛି। ଇନ୍ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍ ଚାଲିଥିବାବେଳେ ଆତ୍ମଗୋପନ କରିଥିବା ମୋଷ୍ଟ ଓ୍ବାଣ୍ଟେଡ୍ କିଏ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…