ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌


• ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌।

• ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌ କଲା କଲେଜିୟମ୍‌।

• ପାଟ୍‌ନା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ।

• ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ପଦବୀ ଖାଲି ପଡ଼ିଥିଲା।


error: Content is protected !!