ମୋବାଇଲ ପାଇଁ ଛାତ୍ରଙ୍କ ଆତ୍ମହତ୍ୟା


ପ୍ରିନ୍ସିପାଲ ମୋବାଇଲ ନେଇଯିବାରୁ ଛାତ୍ରଙ୍କ ଆତ୍ମହତ୍ୟା ସନ୍ଦେହ। ସ୍କୁଲ ପରିସର ଗଛରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏକ ସ୍କୁଲ ପରିସର ଗଛରୁ ଉଦ୍ଧାର।


error: Content is protected !!