ଭଦ୍ରକ ଚାନ୍ଦବାଲି ବୈତରଣୀ ନଦୀକୁ ଡ଼େଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଯୁବକଙ୍କ ଦ୍ୱାରା ଉଦ୍ଧାର ସହିତ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି ଓ ପରେ ଯୁବତୀଙ୍କ ଅବସ୍ଥା ସଙ୍କଟାପୂର୍ଣ୍ଣ ଥିବାରୁ ଭଦ୍ରକ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ତେବେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀ ଜଣକ ହେଉଛନ୍ତି ବାଣପୁର ଭାଟପଡ଼ା ଗ୍ରାମର ଆନନ୍ଦ ମହାଳିକ ଙ୍କ ଝିଅ ସବିତା ମହାଳିକ ବୋଲି ଜଣାପଡ଼ିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |