ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାତମାଇଲ ଗ୍ରାମ ଛକ ନିକଟରେ ସନ୍ଧ୍ୟା ସାଢ଼େ ୬ଟା ସମୟରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଥିବା ଜଣାପଡିଛି । ଦୁଇ ଆହତଙ୍କ ମଧ୍ୟରୁ ଜଣେ ଗୁରୁତର ରହିଛନ୍ତି । ଘଟଣାକୁ ନେଇ ଗୁରାଣ୍ଡି ଥାନାରେ ମାମଲା ରୁଜୁ ହେବା ସହ ତଦନ୍ତ ଜାରି ରହିଛି ।
Post Views: 17
More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,