ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି ଦାୟିତ୍ୱ, ୩ ଜଣ ସାଧାରଣ ସଂପାଦକ, ଆଉ ୮ ଜଣଙ୍କୁ ସଂପାଦକ ଦାୟିତ୍ୱ ଏବଂ ଜଣଙ୍କୁ କୋଷାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |