ଭୁବନେଶ୍ୱର,୫।୧: ଆସନ୍ତା ୧୨ ତାରିଖରେ ମୋକିମ୍ଙ୍କ ନୂଆ ଦଳ ପାଇଁ ପଡ଼ିବ ମୂଳଦୁଆ। ଏନେଇ ଏକ ଗଣମାଧ୍ୟମକୁ ମହମ୍ମଦ ମୋକିମ୍ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି। ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ ଶେଷ ସପ୍ତାହରେ ନୂଆ ଦଳ ଗଠିତ ହେବ। ଉପକୂଳ ଜିଲାର ଯୁବ ନେତୃତ୍ୱ ଏକାଠି ହେବେ। ଦଳରେ ଯୁବକଙ୍କୁ ପ୍ରାଧାନ୍ୟ ମିଳିବ, ଦଳର ନାମ କଂଗ୍ରେସ ସହ ରହିବ।
କେଉଁ ନାମ ରହିବ ତାକୁ ନେଇ ଜ୍ୟୋତିଷଙ୍କ ସହ ବିଚାରବିମର୍ଶ ଚାଲିଛି। ଝିଅ ସୋଫିଆ ର୍ଫିଦ୍ଦୋସ ନିଜ ନିଷ୍ପତ୍ତି ନିଜେ ନେବେ ବୋଲି ମୋକିମ କହିଛନ୍ତି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍