ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି ଗ୍ରାମରେ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ କହିଛି। ମୃତକ ରାନିପୁର ଗ୍ରାମର ପପ୍ପୁ ଅନ୍ସାରୀ ବୋଲି ଜଣାପଡିଛି। ଆକ୍ରମଣକାରୀମାନେ ପପ୍ପୁଙ୍କ ବିରୋଧରେ ଗୋରୁ ଚୋରି ଅଭିଯୋଗ ଆଣିଥିଲେ।
ଅନ୍ୟପକ୍ଷେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍