ଭୁବନେଶ୍ୱର,୧୦/୧ : ଜାତୀୟ ରାଜନୀତିରେ ଆଉ ଜଣେ ଓଡ଼ିଆ ପୁଅଙ୍କୁ ବିଜେପିର ଗୁରୁ ଦାୟିତ୍ୱ । ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଝାଡ଼ଖଣ୍ଡ ଦାୟିତ୍ୱ ଦେଇଛି ବିଜେପି । ଆଗକୁ ଝାଡ଼ଖଣ୍ଡରେ ରାଜ୍ୟ ବିଜେପି ସଭାପତି ଓ ଜାତୀୟ ପରିଷଦ ସଦସ୍ୟ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଯାହାର ଦାୟିତ୍ୱ ନେଇଛନ୍ତି ଜୁଏଲ ।
ଜୁଏଲଙ୍କୁ ଝାଡ଼ଖଣ୍ଡ ନିର୍ବାଚନ ଅଧିକାରୀ ଦାୟିତ୍ୱ ଦେଇଛି ବିଜେପି । ଜୁଏଲ ରାଜ୍ୟ ସଭାପତି ପାଇଁ ନିର୍ବାଚନ ପରିଚାଳନା କରିବେ । ଏନେଇ ସୂଚନା ଜାରି କରିଛନ୍ତି ବିଜେପି ନିର୍ବାଚନ ରିଟର୍ଣ୍ଣି ଅଧିକାରୀ ।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍