ଉତ୍ତରାଖଣ୍ଡର ଉତ୍ତରକାଶୀରେ ଟନେଲରେ ଫସିଥିବା ଶ୍ରମିକଙ୍କୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ


ଉତ୍ତରାଖଣ୍ଡର ଉତ୍ତରକାଶୀରେ ଟନେଲରେ ଫସିଥିବା ଶ୍ରମିକଙ୍କୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କର ସୁରକ୍ଷା ଓ କେମିତି ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯିବ, ସେଥିପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ନବୀନ ପଟ୍ଟନାୟକ।


error: Content is protected !!