ଶିଶୁ ଦିବସ ଆଜି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ


ଶିଶୁ ଦିବସ ଆଜି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ । ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ । ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି।


error: Content is protected !!