ହାଇକୋର୍ଟ ଯିବ ଓଡ଼ିଶା ବ୍ୟବସାୟୀ ମହାସଂଘ, ୯୧୦ ଗ୍ରାମ୍ ବଦଳରେ ୮୫୦ରୁ କମ୍ ରହୁଛିଖାଇବା ତେଲର ପାଉଚ୍ କିଣିବା ବେଳେ ଗ୍ରାହକମାନେ ଯେତିକି ଟଙ୍କା ଗଣୁଛନ୍ତି ତାଙ୍କୁ ସେତିକି ତେଲ ମିଳୁନାହିଁ। ଏକ ଲିଟର ପାଉଚ୍ର ଓଜନ ୯୧୦ ଗ୍ରାମ ରହିବା କଥା। ମାତ୍ର ରାଜ୍ୟରେ ବିକ୍ରି ହେଉଥିବା କେତେକ ଖାଇବା ତେଲ ପାଉଚ୍ର ଓଜନ ୮୫୦ ଗ୍ରାମରୁ ବି କମ୍ ରହୁଛି। ଏହାକୁ ନେଇ ଓଡ଼ିଶା ବ୍ୟବସାୟୀ ମହାସଂଘ ଚିନ୍ତା ପ୍ରକଟ କରିବା ସହ ଖାଉଟି ଅଦାଲତର ଦ୍ବାରସ୍ଥ ହୋଇଛି।
More Stories
କଣ୍ଟେନର ସହ ଜଳିଗଲେ ଡ୍ରାଇଭର -ଜଳେଶ୍ବର:
ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ଛୁଟି ଦିନରେ ଅନ୍ୟ କୌଣସି କାର୍ଯ୍ୟରେ ନିୟୋଜିତ କରାନଯାଉ.. ନୂତନ ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ ବାର୍ତ୍ତା ଦେଲେ AICWC ର ରାଜ୍ୟ ଉପସଭାପତି କୁନା ଦିଗାଲ.
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…