ସାହାରା ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ


ସାହାରା ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ। ମୁମ୍ବାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା।ତାଙ୍କର ମର ଶରୀରକୁ ବୁଧବାର ଲକ୍ଷ୍ନୌର ସାହାରା ସହର ଅଣାଯିବ। ଏଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ।*


error: Content is protected !!