ଲୋକସେବା ଭବନରେ ଶୁଭାରମ୍ଭ ହେଲା ଜାତୀୟ ସଡ଼କ ସୁରକ୍ଷା ମାସ। ୧୪ଟି ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ।୧୦ଟି ଜିଲ୍ଲାରେ ମୋଟ ୧୫୬.୫୩ କୋଟି ଟଙ୍କା ବ୍ୟୟରେ ତିଆରି ହେବ। ଏଥିସହ ଓଏସ୍ଆର୍ଟିସିର ୧୦୦ଟି ନୂତନ ବସ୍ର ଶୁଭାରମ୍ଭ। ମୁଖ୍ୟମନ୍ତ୍ରୀ ବସ୍ ସେବା ଅଧୀନରେ ବସ୍ ପରିଚାଳନା ମାର୍ଗର ପୁନର୍ବିନ୍ୟାସ।ବ୍ରହ୍ମପୁରରେ CRUT ଇ-ବସ୍ ଡିପୋରେ ୨୫ ବୈଦ୍ୟୁତିକ ‘ଆମ ବସ୍’ ଶୁଭାରମ୍ଭ।ଏହି ପରିପ୍ରେକ୍ଷୀରେ ୧୪ଟି ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୦ଟି ଜିଲାରେ ମୋଟ୍ ୧୫୬.୫୩ କୋଟି ଟଙ୍କା ବ୍ୟୟରେ ବସ୍୍ଷ୍ଟାଣ୍ଡ ନିର୍ମାଣ ହେବ। ଏଥିସହ ଓଏସଆର୍ଟିସିର ୧୦୦ଟି ନୂତନ ବସ୍ର ବି ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ବସ୍ ସେବା ଅଧୀନରେ ବସ୍ ପରିଚାଳନା ମାର୍ଗର ପୁନର୍ବିନାସ ହୋଇଛି। ସେହିପରି ବ୍ରହ୍ମପୁରରେ CRUT ଇ-ବସ୍ ଡିପୋରେ ୨୫ଟି ଇ-ବସ୍ ସେବାର ଶୁଭାରମ୍ଭ ହୋଇଛି।

More Stories
ତହସିଲ୍ଦାରଙ୍କରାଜଧାନୀରେ୨କୋଠା୭_ପ୍ଲଟ୍ |
୫୪ ବର୍ଷ ପରେ ପୁଣି ଚନ୍ଦ୍ରକୁ ଯିବ ମଣିଷ, ସାମ୍ନାକୁ ଆସିଲା ନାସାର ଆର୍ଟେମିସ୍-୨ ମିଶନର ଉତକ୍ଷେପଣ ତାରିଖ
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ |