ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ


ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌ ଦେଲେ ନବୀନ ଏସିଆନ ସୁଟିଂ ଚାମ୍ପିଅନସିପ୍‌ରେ ଜିତିଥିଲେ ଗୋଲ୍‌ଡ ଓ ବ୍ରୋଞ୍ଜ ମେଡାଲ ୨୦୨୪ ପ୍ୟାରିସ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ଶ୍ରୀୟଙ୍କା।


error: Content is protected !!