ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ବରଗଡ଼ ସହର ହାଟପଦା ଉମା ଟକିଜ୍ ନିକଟରେ ମୃତଦେହ ଠାବ ହୋଇଛି । ହତ୍ୟା କି ଆତ୍ମହତ୍ୟା ଜଣାପଡିନାହିଁ। ମୃତକ ହେଲେ ଦ୍ରୌପଦୀ ମହାପାତ୍ର ।ମହିଳା ଜଣକ ଘରେ ଏକୁଟିଆ ରହୁଥିଲେ । ଘରେ ଏକ ହିଟର୍ ଜଳୁଥିବା ଦେଖିବାକୁ ମିଳିଛି । ତେବେ ମହିଳାଙ୍କ ମୃତ୍ୟୁ କିପରି ହୋଇଛି ସ୍ପଷ୍ଟ ହୋଇନି ।
Post Views: 16
More Stories
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି
ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ