ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ । ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଜମି ସମସ୍ୟା ଦୂର କରାଯିବ l ପୁରୀର ଜମି ସମସ୍ୟା ନେଇ ସମସ୍ତ ବିଭାଗ ସହ ଆଲୋଚନା କରାଯାଇଛି l ସମସ୍ୟାର ସ୍ଥାୟୀ ସମାଧୀନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି l ଏ ନେଇ ଆଜି ସନ୍ଧ୍ୟା ୫ଟାରେ ସଚିବାଳୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ l ଅନେକ ଆଇନକୁ ସଂଶୋଧନ କରାଯାଉଛି l ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟରେ ସମସ୍ତ ଆଇନକୁ ସିଙ୍ଗଲ window ବ୍ୟବସ୍ଥାରେ ପରିଣତ କରାଯାଉଛି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍