କାହିଁକି ଦିଲ୍ଲୀ ଯାଇଛନ୍ତି ନବୀନ: ନିଜେ କହିଲେ …
–ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି । ଆସନ୍ତକାଲି ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଅନେକ ରାଜନୈତିକ ମହଲରେ ଆଲୋଚନା ହେଉଥିଲା । ତେବେ ନବୀନ କାହିଁକି ଦିଲ୍ଲୀ ଯାଇଛନ୍ତି ତାହାର ସୂଚନା ସେ ନିଜେ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟୁ କରିଛନ୍ତି । ନବୀନ କହିଛନ୍ତି ଏହା ତାଙ୍କର ବ୍ୟକ୍ତିଗତ, କୌଣସି ସାଂସଦଙ୍କୁ ଭେଟିବାର ନାହିଁ ।
ଏକ୍ସରେ ନବୀନ ଲେଖିଛନ୍ତି ଯେ ‘ମୁଁ କିଛି ଦିନ ପାଇଁ ଦିଲ୍ଲୀ ଆସିଛି, କିଛି ସାମାଜିକ ପ୍ରତିବଦ୍ଧତା ପାଇଁ । ଦିଲ୍ଲୀ ଗସ୍ତକୁ ନେଇ ଚାଲିଥିବା ଚର୍ଚ୍ଚାରେ ନବୀନଙ୍କ ଏଭଳି ପ୍ରତିକ୍ରିୟା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…