ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ


ଆଜି ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ନବରଙ୍ଗପୁର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସଦାଶିବ ପ୍ରଧାନି ମହୋଦୟ, ଡ଼ାବୁଗାଁ ବିଧାୟକ ଶ୍ରୀଯୁକ୍ତ ମନହର ରନ୍ଧାରୀ ମହୋଦୟ, ଉମରକୋଟ ବିଧାୟକ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ମହୋଦୟ, ସାଂସଦ ପ୍ରତିନିଧି ପ୍ରମୋଦ କୁମାର ପାଢୀ, ଏବଂ ଆର ଏମ ସି ନିର୍ଦ୍ଧେଶକ, ଙ୍କ ସହ ମିଲ ମାଲିକ ଓ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ଆସନ୍ତା ଡିସେମ୍ବର ମାସ 10 ତାରିଖ ରୁ ଚାଷୀଙ୍କ ଠାରୁ ଧାନ କ୍ରୟ କରିବା ପାଇଁ ନିଷ୍ପତି କରାଗଲା।


error: Content is protected !!