ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି


ପୁରୀ: ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି, ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଶ୍ରଦ୍ଧାଳୁ, ଲମ୍ବା ଧାଡ଼ିରେ ଠିଆ ହୋଇ ଜଣେ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ, ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି, ଶ୍ରଦ୍ଧାଳୁଜଣଙ୍କ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା।


error: Content is protected !!