ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଘଟଣା


ପୁରୀ: ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଘଟଣା।ବୟସାଧିକ ଓ ରୋଗାକ୍ରାନ୍ତଙ୍କୁ ଆସିବାକୁ ମନା କଲେ ମୁଖ୍ୟ ପ୍ରଶାସକ।ପ୍ରବଳ ଭିଡ଼ ହେଉଥିବାରୁ ନଆସିବାକୁ ଅନୁରୋଧ କଲେ।ଯେଉଁଠି ଥାଇ ଡାକିଲେ ଭଗବାନ ସେମାନଙ୍କ କଥା ଶୁଣିବେ।ଅତ୍ୟଧିକ ଆଗ୍ରହ ଦେଖାଇ ଭିଡ଼ ଭିତରକୁ ନପଶିବାକୁ ଅନୁରୋଧ।


error: Content is protected !!