ବାଦାମପାହାଡ଼ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ


ବାଦାମପାହାଡ଼ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ଟି ଏକ୍ସପ୍ରେସ ଓ ଗୋଟିଏ ମେମୁ ଟ୍ରେନ୍‌ର ଶୁଭାରମ୍ଭ। ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ରାଷ୍ଟ୍ରପତି। ସମାରୋହରେ ରାଜ୍ୟପାଳ ରଘୁବର ଦାସ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ।


error: Content is protected !!