ବଲିଉଡ ଫିଲ୍ମ ଧୁରନ୍ଧରରେ ନଜର ଆସିଥିବା ନଦୀମ ଖାନଙ୍କୁ ଗିରଫ କଲା ପୋଲିସ । ୧୦ ବର୍ଷ ଧରି ଜଣେ ଘରୋଇ ସହାୟିକାଙ୍କୁ ବିବାହ ପ୍ରତିଶୃତି ଦେଇ ତାଙ୍କୁ ଠକି ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଦେବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରିଛି ।୪୧ ବର୍ଷୀୟ ମହିଳା ଜଣକଙ୍କ ମାଲାଓ୍ବାନୀ ପୋଲିସ ଷ୍ଟେସେନରେ ଅଭିଯୋଗ କରିବା ପରେ ନଦୀ
ସେ ତାଙ୍କ ଘରେ ଘରୋଇ କର୍ମଚାରୀ ଭାବେ କାମ କରୁଥିଲେ କିନ୍ତୁ ବାହା ହେବାକୁ କହି ଦୀର୍ଘଦିନ ସମ୍ପର୍କ ରଖିବା ପରେ ଏବେ ଠକି ଦେଇଥିବା ଅଭିଯୋଗ ଆଣିଥିଲେ । ଏହାସହ ସେ ତାଙ୍କୁ ନିର୍ଯାତନା ଦେଉଥିବା ମଧ୍ୟ ସେ ଅଭିଯୋଗ ଆଣିଛନ୍ତି ।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍