ଆଜିଉପରାଷ୍ଟ୍ରପତିନିର୍ବାଚନ
-ଆଜି ଭାରତର ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ
-ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟଗ୍ରହଣ
-ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି କରାଯାଇ ଫଳ ଘୋଷଣା କରାଯିବ
-ଉପରାଷ୍ଟ୍ରପତି ପଦ ପାଇଁ ଏନ୍ଡିଏ ଓ ଇଣ୍ଡିମେଣ୍ଟ ମଧ୍ୟରେ ସିଧାସଳଖ ଟକ୍କର
-ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ VS ଇଣ୍ଡିମେଣ୍ଟର ବି. ସୁଦର୍ଶନ ରେଡ୍ଡୀ
-ସଂସଦର ଉଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟମାନେ ଦେବେ ଭୋଟ୍
-ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍ ବିଜେପି ନେତୃତ୍ୱାଧୀନ NDA ପ୍ରାର୍ଥୀ
-ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ବି. ସୁଦର୍ଶନ ରେଡ୍ଡୀ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିମେଣ୍ଟ ପ୍ରାର୍ଥୀ
-ଉଭୟ ଲୋକସଭା ଓ ରାଜ୍ୟସଭାରେ ଏନଡିଏର ଅଧିକ ସଦସ୍ୟ ରହିଛନ୍ତି
ଏବେ ଲୋକସଭାରେ ଏନ୍ଡିଏର ୨୯୩ ଜଣ ସଦସ୍ୟ ରହିଛନ୍ତି
-ଉପରାଷ୍ଟ୍ରପତି ନିର୍ବାଚନର ଇଲେକ୍ଟୋରାଲ୍ କଲେଜରେ NDAର ସଂଖ୍ୟା ଗରିଷ୍ଠତା ଅଛି
-ରାଜ୍ୟସଭାର ୨୩୯ ଆସନ ମଧ୍ୟରୁ NDAର ୧୩୨ ଜଣ ସମର୍ଥକ ଅଛନ୍ତି
-ବିଜେଡିର ୭ ଓ ବିଆର୍ଏସ୍ର ୪ ରାଜ୍ୟସଭା ସଭ୍ୟଙ୍କ ମତଦାନରୁ ବିରତ ରହିବେ
-ଉପରାଷ୍ଟ୍ରପତି ନିର୍ବାଚନ ଜିତିବା ପାଇଁ ୩୮୬ ସଭ୍ୟଙ୍କ ସମର୍ଥନ ଆବଶ୍ୟକ
-ଉଭୟ ଲୋକସଭା ଓ ରାଜ୍ୟସଭାରେ NDAର ୪୨୫ ସଭ୍ୟ ରହିଛନ୍ତି
ଏହା ସହ ଜଗନମୋହନ ରେଡ୍ଡୀଙ୍କ ୱାଇଏସ୍ଆରସିପି ସମର୍ଥନ ଦେବ
ଜଗଦୀପ ଧନଖଡ଼ ଇସ୍ତଫା ଦେବା ପରେ ଉପରାଷ୍ଟ୍ରପତି ପଦବି ଖାଲି ପଡ଼ିଛି
ସ୍ବାସ

More Stories
ଗାଧେଇବାକୁ ଯାଇ ପୋଖରୀରେବୁଡି ଯୁବକ ମୃତ
ଖୁବ୍ ଜୋରରେ ଝଡ଼ ବର୍ଷା ସମ୍ଭାବନା
ଗୁପଚୁପ୍ ଦେଲା ଦୁଃଖ ; ଚାଲିଗଲା ଛଅ ବର୍ଷର ଶିଶୁର ଜୀବନ, ୪୩ ରୁ ଅଧିକ ଅସୁସ୍ଥ