ଭଂଜନଗର : ଗଂଜାମ ଜିଲ୍ଲା ଭଂଜନଗର – ଉତ୍ତର ଘୁମୁସର ବନଖଣ୍ଡରେ ବିଶ୍ବ ବିରଳ ବନ୍ୟପ୍ରାଣୀ କୃଷ୍ଣସାର ମୃଗ ଗଣନା ଆରମ୍ଭ ହୋଇଛି । ବିଭାଗୀୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବନଖଣ୍ଡର ମୁଜାଗଡ, ତାରାସିଙ୍ଗି, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳରେ ୧୮ଟି ଟିମକୁ ନେଇ ଗଣନା ଆରମ୍ଭ ହୋଇଛି । ବିଭାଗୀୟ କର୍ମଚାରୀଙ୍କଠୁ ଆରମ୍ଭ କରି ସ୍ବେଛାସେବୀ ଏବଂ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ, ଗଣନା କାର୍ଯ୍ୟରେ ସାମିଲ୍ ହୋଇଛନ୍ତି ।

More Stories
ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ
ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ,
ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!