ନବରଙ୍ଗପୁର ଅବକାରୀ ଅଧୀକ୍ଷକ ଗଙ୍ଗା ପାଇକରାୟ ଗିରଫ


ନବରଙ୍ଗପୁର ଅବକାରୀ ଅଧୀକ୍ଷକ ଗଙ୍ଗା ପାଇକରାୟ ଗିରଫ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ।ଆୟଠାରୁ ୨୦୮% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ।ଗିରଫ ଅଧୀକ୍ଷକଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ।


error: Content is protected !!