ମହାରାଷ୍ଟ୍ରର ପରବର୍ତ୍ତୀ ଉପମୁଖ୍ୟମନ୍ତ୍ରୀ ହେବେ ସୁନେତ୍ରା ପାୱାର। ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ହେବେ ପରବର୍ତ୍ତୀ ଉପମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଅପରାହ୍ନ ୫ଟାରେ ଶପଥ ନେବେ ସୁନେତ୍ରା ପାୱାର। NCP ବିଧାୟକ ଦଳ ବୈଠକ ପରେ ଶପଥ ନେବେ ସୁନେତ୍ରା। ବୈଠକରେ ଦଳର ନେତା ଭାବେ ନିର୍ବାଚିତ ହେବେ ସୁନେତ୍ରା।
Post Views: 17
More Stories
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି
ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ