— ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ। ଓଲିଙ୍କ ଇସ୍ତଫାପତ୍ର ଗ୍ରହଣ କରିବା ପରେ ଦେଶର ନୂଆ ନେତା ଚୟନ ଦିଗରେ ପଦକ୍ଷେପ ନିଆଯିବ ବୋଲି ରାଷ୍ଟ୍ରପତି କହିଛନ୍ତି।
ଅନ୍ୟପଟେ ଜନତାଙ୍କ ଆକ୍ରୋଶର ଶିକାର ହୋଇଥିବା ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀ ଦେଶ ଛାଡ଼ିବାକୁ ଯୋଜନା କରିଥିବା ସୂଚନା ମିଳିଛି। ଏପରି କି ପ୍ରଧାନମନ୍ତ୍ରୀ ଓଲି ସେନା ହେଲିକପ୍ଟର ଜରିଆରେ ଦେଶ ଛାଡ଼ି ଦୁବାଇ ବାହାରି ଯାଇଥିବା ଜଣାପଡ଼ିଛି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…