ସ୍ୱାଭିମାନ ଅଞ୍ଚଳରେ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ୪ ମୃତ


ସ୍ୱାଭିମାନ ଅଞ୍ଚଳରେ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ୪ ମୃତ।ହନ୍ତାଳଗୁଡ଼ା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଟିପ୍ପର।ଚିତ୍ରକୋଣ୍ଡାରୁ ଯୋଡ଼ାମ୍ବ ଯାଉଥିବା ବେଳେ ହନ୍ତାଳଗୁଡ଼ାରେ ଦୁର୍ଘଟଣା।୧୦ରୁ ଅଧିକ ଶ୍ରମିକଙ୍କୁ ନେଇ ଯାଉଥିଲା ସିମେଣ୍ଟ ବୋଝେଇ ଟିପ୍ପର।ଆଉ ୨ ଶ୍ରମିକ ଟିପ୍ପର ତଳେ ଚାପି ହୋଇଥିବା ଆଶଙ୍କା।


error: Content is protected !!